ଆରମ୍ଭ ହେଲା ବାଘ ଗଣନା || BADAKHABAR TV
ଆଜିଠାରୁ ସର୍ବଭାରତୀୟ ସ୍ତରରେ ବାଘ ଗଣନା ଆରମ୍ଭ ହୋଇଥିବା ବେଳେ ଶିମିଳିପାଳରେ ମଧ୍ୟ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି । ବନ ବିଭାଗ ପକ୍ଷରୁ ଏଥିପାଇଁ ୮ଟି ଦଳରେ ୮୫ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି #Tiger #tigercounting #simili
ଆଜିଠାରୁ ସର୍ବଭାରତୀୟ ସ୍ତରରେ ବାଘ ଗଣନା ଆରମ୍ଭ ହୋଇଥିବା ବେଳେ ଶିମିଳିପାଳରେ ମଧ୍ୟ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି । ବନ ବିଭାଗ ପକ୍ଷରୁ ଏଥିପାଇଁ ୮ଟି ଦଳରେ ୮୫ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି
#Tiger #tigercounting #simili