ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ, ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ କିଏ ବିରୋଧୀ ଦଳ ନୋତା ହେବେ ସେନେଇ ବଡ଼ ନିଷ୍ପତ୍ତି ଆସିବ। ଏହି ଘୋଷଣା ଉପରେ ଏବେ ସମସ୍ତଙ୍କ ନଜର ରହିଛି। ଏଥିସହିତ ଦଳ ପରାଜୟର କାରଣ ନେଇ ମଧ୍ୟ ବୈଠକରେ ଆଲୋଚନା ପର୍ଯ୍ୟାଲୋଚନା ହେବ ବୋଲି ସୂଚନା ମିଳିଛି। The post ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ, ହୋଇପାରେ ବଡ଼ ଘୋଷଣା appeared first on Dharitri Odia News.

ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ, ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ କିଏ ବିରୋଧୀ ଦଳ ନୋତା ହେବେ ସେନେଇ ବଡ଼ ନିଷ୍ପତ୍ତି ଆସିବ। ଏହି ଘୋଷଣା ଉପରେ ଏବେ ସମସ୍ତଙ୍କ ନଜର ରହିଛି। ଏଥିସହିତ ଦଳ ପରାଜୟର କାରଣ ନେଇ ମଧ୍ୟ ବୈଠକରେ ଆଲୋଚନା ପର୍ଯ୍ୟାଲୋଚନା ହେବ ବୋଲି ସୂଚନା ମିଳିଛି।

The post ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ, ହୋଇପାରେ ବଡ଼ ଘୋଷଣା appeared first on Dharitri Odia News.