ଆରସିବି ଆଗରେ ୧୭୭ ରନ୍‌ର ବିଜୟ ଲକ୍ଷ୍ୟ

ବେଙ୍ଗାଲୁରୁ,୨୫।୩: ଆଇପିଏଲ ୨୦୨୪ର ଷଷ୍ଠ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ଟସ୍‌ ଜିତି ଆରସିବି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଆମନ୍ତ୍ରଣ ପାଇ ପଞ୍ଜାବ ବ୍ୟାଟିଂ କରିଥିଲା। ଏହି ସମୟରେ ପଞ୍ଜାବ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୭୬ ରନ୍‌ କରିବାରେ ସଫଳ ହୋଇଛି। ଫଳରେ ଆରସିବି ପାଇଁ ୧୭୭ ରନ୍‌ର ବିଜୟ ଲକ୍ଷ୍ୟ ରହିଛି। The post ଆରସିବି ଆଗରେ ୧୭୭ ରନ୍‌ର ବିଜୟ ଲକ୍ଷ୍ୟ appeared first on Dharitri Odia News.

ଆରସିବି ଆଗରେ ୧୭୭ ରନ୍‌ର ବିଜୟ ଲକ୍ଷ୍ୟ

ବେଙ୍ଗାଲୁରୁ,୨୫।୩: ଆଇପିଏଲ ୨୦୨୪ର ଷଷ୍ଠ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ଟସ୍‌ ଜିତି ଆରସିବି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଆମନ୍ତ୍ରଣ ପାଇ ପଞ୍ଜାବ ବ୍ୟାଟିଂ କରିଥିଲା। ଏହି ସମୟରେ ପଞ୍ଜାବ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୭୬ ରନ୍‌ କରିବାରେ ସଫଳ ହୋଇଛି। ଫଳରେ ଆରସିବି ପାଇଁ ୧୭୭ ରନ୍‌ର ବିଜୟ ଲକ୍ଷ୍ୟ ରହିଛି।

The post ଆରସିବି ଆଗରେ ୧୭୭ ରନ୍‌ର ବିଜୟ ଲକ୍ଷ୍ୟ appeared first on Dharitri Odia News.