ଆଲର୍ଜି ସମସ୍ୟା ଥିଲେ..ଆପଣାନ୍ତୁ ଏହି ଟିପ୍ସ
ଭିଟାମିନ୍-ଇ ଆମ ଶରୀର ପାଇଁ ବେଶ୍ ଲାଭପ୍ରଦ। ବିଶେଷ ଭାବରେ ଏଥିରେ ତତ୍ତ୍ୱ ରହିଛି ଯାହା ଆଲର୍ଜି ଭଳି ସମସ୍ୟାରୁ କେତେକାଂଶରେ ରକ୍ଷା କରିଥାଏ। କେବଳ ସେତିକି ନୁହେଁ, ଏପରି ଖାଦ୍ୟ ଖାଇବା ଦ୍ୱାରା ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିଥାଏ। ଭିଟାମିନ-ଇ ଯୁକ୍ତ ଖାଦ୍ୟ ଆଣ୍ଟିଅକ୍ସିଡାଣ୍ଟ୍ ପରି କାମ କରିଥାଏ। ଏହାର ଆଉ ଏକ ଉପକାରୀ ଗୁଣ ମଧ୍ୟ ରହିଛି। ଏହା ଶରୀରରେ କୋଲେଷ୍ଟରଲ୍ର ପରିମାଣକୁ ସନ୍ତୁଳିତ ଅବସ୍ଥାରେ ରଖିଥାଏ। ଗଜାମୁଗ, ଗଜାବୁଟ, ସୂର୍ଯ୍ୟମୁଖୀ […] The post ଆଲର୍ଜି ସମସ୍ୟା ଥିଲେ..ଆପଣାନ୍ତୁ ଏହି ଟିପ୍ସ appeared first on Dharitri Odia News.
ଭିଟାମିନ୍-ଇ ଆମ ଶରୀର ପାଇଁ ବେଶ୍ ଲାଭପ୍ରଦ। ବିଶେଷ ଭାବରେ ଏଥିରେ ତତ୍ତ୍ୱ ରହିଛି ଯାହା ଆଲର୍ଜି ଭଳି ସମସ୍ୟାରୁ କେତେକାଂଶରେ ରକ୍ଷା କରିଥାଏ। କେବଳ ସେତିକି ନୁହେଁ, ଏପରି ଖାଦ୍ୟ ଖାଇବା ଦ୍ୱାରା ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିଥାଏ। ଭିଟାମିନ-ଇ ଯୁକ୍ତ ଖାଦ୍ୟ ଆଣ୍ଟିଅକ୍ସିଡାଣ୍ଟ୍ ପରି କାମ କରିଥାଏ। ଏହାର ଆଉ ଏକ ଉପକାରୀ ଗୁଣ ମଧ୍ୟ ରହିଛି। ଏହା ଶରୀରରେ କୋଲେଷ୍ଟରଲ୍ର ପରିମାଣକୁ ସନ୍ତୁଳିତ ଅବସ୍ଥାରେ ରଖିଥାଏ। ଗଜାମୁଗ, ଗଜାବୁଟ, ସୂର୍ଯ୍ୟମୁଖୀ ତେଲ, ପାଳଙ୍ଗ ଶାଗ ଚିନାବାଦାମ ଆଦିରେ ଭିଟାମିନ୍ ‘ଇ’ ପ୍ରଚୁର ମାତ୍ରାରେ ଭରି ରହିଛି।
The post ଆଲର୍ଜି ସମସ୍ୟା ଥିଲେ..ଆପଣାନ୍ତୁ ଏହି ଟିପ୍ସ appeared first on Dharitri Odia News.