ଆଲୁମିନିୟମ ବାସନ ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଗ୍ନିକାଣ୍ଡ

କଟକ, ୧୧।୮: କଟକ ଜଗତପୁର ଶିଳ୍ପାଞ୍ଚଳର ଏକ ଆଲୁମିନିୟମ ବାସନ ଫ୍ୟାକ୍ଟ୍ରିରେ ରବିବାର ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଜଳିଗଲା ବାସନ ସାମଗ୍ରୀ। ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଛନ୍ତି। କେଉଁ ପରିସ୍ଥିତିରେ ଅଗ୍ନିକାଣ୍ଡ ଘଟିଲା ତାହା ସ୍ପଷ୍ଟ ଜଣାପଡି ନାହିଁ। ଏପରିକି ଏଥିରେ କୌଣସି କର୍ମଚାରୀ ମୃତାହତ ହୋଇ ନ ଥିବା ସୂଚନା ମିଳିଛି। The post ଆଲୁମିନିୟମ ବାସନ ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଗ୍ନିକାଣ୍ଡ appeared first on Dharitri Odia News.

ଆଲୁମିନିୟମ ବାସନ ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଗ୍ନିକାଣ୍ଡ

କଟକ, ୧୧।୮: କଟକ ଜଗତପୁର ଶିଳ୍ପାଞ୍ଚଳର ଏକ ଆଲୁମିନିୟମ ବାସନ ଫ୍ୟାକ୍ଟ୍ରିରେ ରବିବାର ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଜଳିଗଲା ବାସନ ସାମଗ୍ରୀ। ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଛନ୍ତି। କେଉଁ ପରିସ୍ଥିତିରେ ଅଗ୍ନିକାଣ୍ଡ ଘଟିଲା ତାହା ସ୍ପଷ୍ଟ ଜଣାପଡି ନାହିଁ। ଏପରିକି ଏଥିରେ କୌଣସି କର୍ମଚାରୀ ମୃତାହତ ହୋଇ ନ ଥିବା ସୂଚନା ମିଳିଛି।

The post ଆଲୁମିନିୟମ ବାସନ ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଗ୍ନିକାଣ୍ଡ appeared first on Dharitri Odia News.