ଆଳି ବିଧାନସଭାରୁ ପ୍ରତାପ କେଶରୀ ବିଜୟୀ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫା ପାଇଁ ଭୋଟ ଗଣତି ଚାଲିଛି। ଏହି ପରିପ୍ରେକ୍ଷୀରେ ଆଳି ବିଧାନସଭାରୁ ବିଜେଡି ପ୍ରାର୍ଥୀ ପ୍ରତାପ କେଶରୀ ଦେବ ୧୯୫୫୪ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। The post ଆଳି ବିଧାନସଭାରୁ ପ୍ରତାପ କେଶରୀ ବିଜୟୀ appeared first on Dharitri Odia News.

ଆଳି ବିଧାନସଭାରୁ ପ୍ରତାପ କେଶରୀ ବିଜୟୀ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫା ପାଇଁ ଭୋଟ ଗଣତି ଚାଲିଛି। ଏହି ପରିପ୍ରେକ୍ଷୀରେ ଆଳି ବିଧାନସଭାରୁ ବିଜେଡି ପ୍ରାର୍ଥୀ ପ୍ରତାପ କେଶରୀ ଦେବ ୧୯୫୫୪ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି।

The post ଆଳି ବିଧାନସଭାରୁ ପ୍ରତାପ କେଶରୀ ବିଜୟୀ appeared first on Dharitri Odia News.