ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…
ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି ଯୋଗାଣ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ଅଧିକାରୀଙ୍କ ସହ ସରକାର ଆଲୋଚନା କରିଛନ୍ତି। ୨୧ରୁ ୨୪ ଯାଏଁ ଆନ୍ଦୋଳନ ଥିଲା, ଏବେ ପ୍ରତିବାଦ ବନ୍ଦ ହୋଇଛି। ଦିନେ ଦୁଇଦିନ ଭିତରେ ଆଳୁ ଗାଡ଼ି ଓଡ଼ିଶା ଆସିବ। ୭ ଦିନ ପାଇଁ ଓଡ଼ିଶାରେ ଆଳୁ ମହଜୁଦ ଅଛି। କେଜି ପିଛା ଆଳୁ […] The post ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ… appeared first on Dharitri Odia News.
ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି ଯୋଗାଣ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ଅଧିକାରୀଙ୍କ ସହ ସରକାର ଆଲୋଚନା କରିଛନ୍ତି। ୨୧ରୁ ୨୪ ଯାଏଁ ଆନ୍ଦୋଳନ ଥିଲା, ଏବେ ପ୍ରତିବାଦ ବନ୍ଦ ହୋଇଛି। ଦିନେ ଦୁଇଦିନ ଭିତରେ ଆଳୁ ଗାଡ଼ି ଓଡ଼ିଶା ଆସିବ। ୭ ଦିନ ପାଇଁ ଓଡ଼ିଶାରେ ଆଳୁ ମହଜୁଦ ଅଛି। କେଜି ପିଛା ଆଳୁ ୩୨ ଟଙ୍କାରୁ ଅଧିକ ଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଆଳୁ ବେପାରୀଙ୍କୁ ତାଗିଦ୍ କରିଛନ୍ତି ମନ୍ତ୍ରୀ।
The post ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ… appeared first on Dharitri Odia News.