ଆଶ୍ୱସ୍ତି କମିଲା ସୁନା ଦାମ୍‌, ଜାଣନ୍ତୁ କେତେ

ଭୁବନେଶ୍ୱର : ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି । ମେ’ ୨୩ ଅର୍ଥାତ୍‌ ଶୁକ୍ରବାର କମିଛି ସୁନା ଦର । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୭,୫୩୦ ଟଙ୍କା ରହିଛି । ଗତକାଲି ଏହା ୯୭,୯୧୦ ଥିଲା । ଏଥିରେ ୩୮୦ ଟଙ୍କା ହ୍ରାସ ହୋଇଛି । ୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୯,୪୦୦ ଟଙ୍କା ରହିଛି । ଗତକାଲି ଏହା ୮୯, ୭୫୦ ଟଙ୍କା ଥିଲା । ଏଥିରେ ୩୫୦ ଟଙ୍କା […]

ଆଶ୍ୱସ୍ତି କମିଲା ସୁନା ଦାମ୍‌, ଜାଣନ୍ତୁ କେତେ

ଭୁବନେଶ୍ୱର : ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି । ମେ’ ୨୩ ଅର୍ଥାତ୍‌ ଶୁକ୍ରବାର କମିଛି ସୁନା ଦର ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୭,୫୩୦ ଟଙ୍କା ରହିଛି । ଗତକାଲି ଏହା ୯୭,୯୧୦ ଥିଲା । ଏଥିରେ ୩୮୦ ଟଙ୍କା ହ୍ରାସ ହୋଇଛି ।

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୯,୪୦୦ ଟଙ୍କା ରହିଛି । ଗତକାଲି ଏହା ୮୯, ୭୫୦ ଟଙ୍କା ଥିଲା । ଏଥିରେ ୩୫୦ ଟଙ୍କା ହ୍ରାସ ହୋଇଛି ।

୫୦ ବର୍ଷ ପରେ ଶକ୍ତିଶାଳୀ ଯୋଗ ; ଏକାଠି ହେବେ ଗୁରୁ-ବୁଧ, ଏହି ରାଶି ହେବେ ଭାଗ୍ୟବାନ୍‌, କିଣିବେ ଘର, ଗାଡି, ହଠାତ୍‌ ହେବେ ଧନୀ, ଦରମା ବି ବଢିବ..

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୩,୧୫୦ ଟଙ୍କା ରହିଛି । ଗତକାଲି ଏହା ୭୩,୪୪୦ ଟଙ୍କା ଥିଲା । ଏଥିରେ ୨୯୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ କମିଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୧୦୦ ରହିଛି । ଗତକାଲି ୧୧,୨୦୦ ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।