ଆସନ୍ତା ସପ୍ତାହରୁ ରାଜ୍ୟରେ ବଢିବ ତାପମାତ୍ରା
ଭୁବନେଶ୍ୱର,୨୯।୨: ରାଜ୍ୟରେ ଆସନ୍ତା ସପ୍ତାହରୁ ତାପମାତ୍ରା ବୃଦ୍ଧି ପାଇବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ରାଜ୍ୟର କେତେକ ସ୍ଥାନରେ ସାମାନ୍ୟ ଧରଣର ବର୍ଷା ଲାଗି ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଆଜି ଏବଂ ଆସନ୍ତାକାଲି ସାମାନ୍ୟ ବର୍ଷାର ସମ୍ଭାବନା ଅଛି। ତେବେ ଆସନ୍ତା ୪ ତାରିଖରୁ ପାଗ ଶୁଖିଲା ରହିବା ସହିତ ତାପମାତ୍ରା ବୃଦ୍ଧି ପାଇବ ବୋଲି […] The post ଆସନ୍ତା ସପ୍ତାହରୁ ରାଜ୍ୟରେ ବଢିବ ତାପମାତ୍ରା appeared first on Dharitri Odia News.
ଭୁବନେଶ୍ୱର,୨୯।୨: ରାଜ୍ୟରେ ଆସନ୍ତା ସପ୍ତାହରୁ ତାପମାତ୍ରା ବୃଦ୍ଧି ପାଇବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ରାଜ୍ୟର କେତେକ ସ୍ଥାନରେ ସାମାନ୍ୟ ଧରଣର ବର୍ଷା ଲାଗି ରହିଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଆଜି ଏବଂ ଆସନ୍ତାକାଲି ସାମାନ୍ୟ ବର୍ଷାର ସମ୍ଭାବନା ଅଛି। ତେବେ ଆସନ୍ତା ୪ ତାରିଖରୁ ପାଗ ଶୁଖିଲା ରହିବା ସହିତ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଜ୍ଞାନୀମାନେ ଅନୁମାନ କରିଛନ୍ତି।
The post ଆସନ୍ତା ସପ୍ତାହରୁ ରାଜ୍ୟରେ ବଢିବ ତାପମାତ୍ରା appeared first on Dharitri Odia News.