ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର,୧୯।୭: ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଜୁଲାଇ ୨୨ରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଛି। ଏଣୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। The post ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି appeared first on Dharitri Odia News.
ଭୁବନେଶ୍ୱର,୧୯।୭: ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଜୁଲାଇ ୨୨ରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଛି। ଏଣୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
The post ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି appeared first on Dharitri Odia News.