ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ଵର: ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ ଜେପି ନଡ୍ଡା । ଏନେଇ ସୂଚନା ଦେଇଛନ୍ତି ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ । ବିଜେପିର ସାଂଗଠନିକ କାର୍ଯ୍ୟରେ ଯୋଗ ଦେବେ ନଡ୍ଡା । ତେବେ ନଡ୍ଡାଙ୍କ ଗସ୍ତ ପରେ ରାଜ୍ୟ ବିଜେପି ସଭାପତିଙ୍କ ନାଁ ଘୋଷଣା କରାଯିବ । ଆସନ୍ତା ଏପ୍ରିଲ ୧୪ ତାରିଖ ପରେ ରାଜ୍ୟ ସଭାପତିଙ୍କ ନାଁ ଘୋଷଣା କରାଯିବ ବୋଲି କହିଛନ୍ତି ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ । ତେବେ ପ୍ରଥମେ ବିଜେପି […]

ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ଵର: ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ ଜେପି ନଡ୍ଡା । ଏନେଇ ସୂଚନା ଦେଇଛନ୍ତି ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ । ବିଜେପିର ସାଂଗଠନିକ କାର୍ଯ୍ୟରେ ଯୋଗ ଦେବେ ନଡ୍ଡା । ତେବେ ନଡ୍ଡାଙ୍କ ଗସ୍ତ ପରେ ରାଜ୍ୟ ବିଜେପି ସଭାପତିଙ୍କ ନାଁ ଘୋଷଣା କରାଯିବ । ଆସନ୍ତା ଏପ୍ରିଲ ୧୪ ତାରିଖ ପରେ ରାଜ୍ୟ ସଭାପତିଙ୍କ ନାଁ ଘୋଷଣା କରାଯିବ ବୋଲି କହିଛନ୍ତି ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ ।