ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ
ଭୁବନେଶ୍ବର: ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ। ବିଧାନସଭା ଅଧିବେଶନ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ୨୩ ତାରିଖରେ ଉପ-ବାଚସ୍ପତି ନିର୍ବାଚନ ସମ୍ପର୍କିତ ଘୋଷଣା କରାଯିବ। ୨୪ ତାରିଖରେ ଉପ-ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ବିଜେପି ଶାସିତ ସରକାରଙ୍କ ପ୍ରଥମ ରାଜ୍ୟ ବଜେଟ ୨୫ ତାରିଖରେ ଉପସ୍ଥପାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ହାତରେ ଅର୍ଥ ବିଭାଗ ରଖିଥିବାରୁ ସେ ନିଜେ ବଜେଟ ଉପସ୍ଥାପନ କରିବେ। ଏହି […]

ଭୁବନେଶ୍ବର: ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ। ବିଧାନସଭା ଅଧିବେଶନ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ୨୩ ତାରିଖରେ ଉପ-ବାଚସ୍ପତି ନିର୍ବାଚନ ସମ୍ପର୍କିତ ଘୋଷଣା କରାଯିବ। ୨୪ ତାରିଖରେ ଉପ-ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ବିଜେପି ଶାସିତ ସରକାରଙ୍କ ପ୍ରଥମ ରାଜ୍ୟ ବଜେଟ ୨୫ ତାରିଖରେ ଉପସ୍ଥପାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ହାତରେ ଅର୍ଥ ବିଭାଗ ରଖିଥିବାରୁ ସେ ନିଜେ ବଜେଟ ଉପସ୍ଥାପନ କରିବେ। ଏହି ବିଧାନସଭା ଅଧିବେଶନରେ ଶ୍ରୀ ମାଝୀ ପୂର୍ଣ୍ଣାଙ୍ଗ ରାଜ୍ୟ ବଜେଟ ଉପସ୍ଥାପନ କରିବେ କି ନାହିଁ ତାହାର ସୂଚନା ମିଳିପାରି ନାହିଁ।