ଆସନ୍ତା ୨୩ରେ ଲୋକସଭାରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ୍

ଆସନ୍ତା ୨୩ରେ ଲୋକସଭାରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ୍ । ସଂସଦର ବଜେଟ ଅଧିବେଶନ ଜୁଲାଇ ୨୨ରୁ ଆରମ୍ଭ ହୋଇ ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ । ଏ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ସୂଚନା ଦେଇଛନ୍ତି । ୨୩ ଜୁଲାଇରେ ଲୋକସଭାରେ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିବେ, କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ । ମୋଦି ସରକାରଙ୍କ ତୃତୀୟ ପାଳିର ଏହା ପ୍ରଥମ ବଜେଟ ଅଧିବେଶନ ହେବ । ସୋସିଆଲ ମିଡିଆ […] The post ଆସନ୍ତା ୨୩ରେ ଲୋକସଭାରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ୍ appeared first on KNews Odisha.

ଆସନ୍ତା ୨୩ରେ ଲୋକସଭାରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ୍
budget

ଆସନ୍ତା ୨୩ରେ ଲୋକସଭାରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ୍ । ସଂସଦର ବଜେଟ ଅଧିବେଶନ ଜୁଲାଇ ୨୨ରୁ ଆରମ୍ଭ ହୋଇ ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ । ଏ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ସୂଚନା ଦେଇଛନ୍ତି । ୨୩ ଜୁଲାଇରେ ଲୋକସଭାରେ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିବେ, କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ । ମୋଦି ସରକାରଙ୍କ ତୃତୀୟ ପାଳିର ଏହା ପ୍ରଥମ ବଜେଟ ଅଧିବେଶନ ହେବ ।

ସୋସିଆଲ ମିଡିଆ ୱେବସାଇଟ୍ Xରେ ପୋଷ୍ଟ କରି ରିଜିଜୁ ଉଲ୍ଲେଖ କରିଛନ୍ତି ଯେ, ଭାରତ ସରକାରଙ୍କ ସୁପାରିଶ କ୍ରମେ ରାଷ୍ଟ୍ରପତି ଉଭୟ ଗୃହର ବଜେଟ୍ ଅଧିବେଶନ ଡକାଇବା ନେଇ ପ୍ରସ୍ତାବରେ ରାଜି ହୋଇଛନ୍ତି । ଏହି ଅଧିବେଶନ ଜୁଲାଇ ୨୨ରୁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ ଏବଂ ଜୁଲାଇ ୨୩ରେ ୨୦୨୪-୨୫ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରାଯିବ ।

The post ଆସନ୍ତା ୨୩ରେ ଲୋକସଭାରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ୍ appeared first on KNews Odisha.