ଆସନ୍ତା ୨୪ ଘଣ୍ଟାରେ ୧୪ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୦।୭: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ସକ୍ରିୟ ରହିଛି। ମୌସୁମୀର ପ୍ରଭାବରେ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୪ଟି ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। The post ଆସନ୍ତା ୨୪ ଘଣ୍ଟାରେ ୧୪ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା appeared first on Dharitri Odia News.
ଭୁବନେଶ୍ୱର,୧୦।୭: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ସକ୍ରିୟ ରହିଛି। ମୌସୁମୀର ପ୍ରଭାବରେ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୪ଟି ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।
The post ଆସନ୍ତା ୨୪ ଘଣ୍ଟାରେ ୧୪ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା appeared first on Dharitri Odia News.