ଆସନ୍ତା ୨୮ରେ ଖୋଲିବ ହୀରାକୁଦ ଗେଟ୍‌

ଭୁବନେଶ୍ୱର,୨୫।୭: ଆସନ୍ତା ୨୮ ତାରିଖରେ ଖୋଲିବ ହୀରାକୁଦ ଗେଟ୍‌। ଉପର ମୁଣ୍ଡରେ ବର୍ଷା ହେଉଥିବାରୁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଉଛି। ଏଣୁ ଗେଟ୍‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବାକୁ ଥିବାରୁ ମହାନଦୀ ତଳ ଜିଲାମାନଙ୍କୁ ସତର୍କ ସୂଚନା ଦିଆଯିବ ବୋଲି ମୁଖ୍ୟଯନ୍ତ୍ରୀ ସୁଶୀଲ ବେହେରା ସୂଚନା ଦେଇଛନ୍ତି। ପ୍ରକାଶ ଯେ, ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ହେଉଥିବାରୁ କିଛି ଜିଲାରେ ବନ୍ୟା ସ୍ଥିତି ଉପୁଜିଛି। ଏହାକୁ ନେଇ ଜିଲାପାଳମାନଙ୍କୁ ସତର୍କ […] The post ଆସନ୍ତା ୨୮ରେ ଖୋଲିବ ହୀରାକୁଦ ଗେଟ୍‌ appeared first on Dharitri Odia News.

ଆସନ୍ତା ୨୮ରେ ଖୋଲିବ ହୀରାକୁଦ ଗେଟ୍‌

ଭୁବନେଶ୍ୱର,୨୫।୭: ଆସନ୍ତା ୨୮ ତାରିଖରେ ଖୋଲିବ ହୀରାକୁଦ ଗେଟ୍‌। ଉପର ମୁଣ୍ଡରେ ବର୍ଷା ହେଉଥିବାରୁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଉଛି। ଏଣୁ ଗେଟ୍‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବାକୁ ଥିବାରୁ ମହାନଦୀ ତଳ ଜିଲାମାନଙ୍କୁ ସତର୍କ ସୂଚନା ଦିଆଯିବ ବୋଲି ମୁଖ୍ୟଯନ୍ତ୍ରୀ ସୁଶୀଲ ବେହେରା ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ହେଉଥିବାରୁ କିଛି ଜିଲାରେ ବନ୍ୟା ସ୍ଥିତି ଉପୁଜିଛି। ଏହାକୁ ନେଇ ଜିଲାପାଳମାନଙ୍କୁ ସତର୍କ ରହିବାକୁ କୁହାଯାଉଛି।

The post ଆସନ୍ତା ୨୮ରେ ଖୋଲିବ ହୀରାକୁଦ ଗେଟ୍‌ appeared first on Dharitri Odia News.