ଆସନ୍ତା ୨୯ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର,୨୬।୭: ଆସନ୍ତା ୨୯ ତାରିଖ ଅର୍ଥାତ୍ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ସୂଚନା ଦିଆଯାଇଛି। ଏହା ପୂର୍ବରୁ ଗତ ୨୨ ତାରିଖରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ସେହିପରି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଜୁଲାଇ ୮କୁ ସରକାରୀ ଛୁଟି ଭାବେ ଘୋଷଣା କରାଯାଇ ଥିବାରୁ ସେହି ଦିନ […] The post ଆସନ୍ତା ୨୯ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି appeared first on Dharitri Odia News.
ଭୁବନେଶ୍ୱର,୨୬।୭: ଆସନ୍ତା ୨୯ ତାରିଖ ଅର୍ଥାତ୍ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ସୂଚନା ଦିଆଯାଇଛି। ଏହା ପୂର୍ବରୁ ଗତ ୨୨ ତାରିଖରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା।
ସେହିପରି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଜୁଲାଇ ୮କୁ ସରକାରୀ ଛୁଟି ଭାବେ ଘୋଷଣା କରାଯାଇ ଥିବାରୁ ସେହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ନେଇ ନିଷ୍ପତ୍ତି ନିଆଯାଇଥିଲା ।
The post ଆସନ୍ତା ୨୯ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି appeared first on Dharitri Odia News.