ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜାରି ରହିବ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି

ଭୁବନେଶ୍ବର: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଜାରି ରହିବ ହାଲୁକାରୁ ମଧ୍ୟମ ଧରଣର କୁହୁଡି। ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି କରାଯାଇଛି। ଏହି ସତର୍କତା ୨୧ ତାରିଖ ସକାଳ ୮ଟା ୩୦ ସୁଦ୍ଧା ପର୍ଯ୍ୟନ୍ତ ବୈଧ। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଗାମୀ ୪ରୁ ୫ଦିନ ପର୍ଯ୍ୟନ୍ତ ସର୍ବନିମ୍ନ […]

ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜାରି ରହିବ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି
Untitled 1 22

ଭୁବନେଶ୍ବର: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଜାରି ରହିବ ହାଲୁକାରୁ ମଧ୍ୟମ ଧରଣର କୁହୁଡି। ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି କରାଯାଇଛି। ଏହି ସତର୍କତା ୨୧ ତାରିଖ ସକାଳ ୮ଟା ୩୦ ସୁଦ୍ଧା ପର୍ଯ୍ୟନ୍ତ ବୈଧ। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଗାମୀ ୪ରୁ ୫ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପୂର୍ବାନୁମାନ କରାଯାଇଛି।

 

WhatsApp Image 2024 11 18 at 16.18.33 3c1de66f