ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫: ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ଏବଂ ଦିନ ତାପମାତ୍ରାରେ ବିଶେଷ ବୃଦ୍ଧି ଘଟିବ ନାହିଁ ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ,କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଏବଂ ଗଞ୍ଜାମର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡ଼ି […] The post ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା appeared first on Dharitri Odia News.

ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫: ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ଏବଂ ଦିନ ତାପମାତ୍ରାରେ ବିଶେଷ ବୃଦ୍ଧି ଘଟିବ ନାହିଁ ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ,କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଏବଂ ଗଞ୍ଜାମର ଗୋଟିଏ ଦୁଇଟି ସ୍ଥାନରେ
ଘଡଘଡ଼ି ସହ ୩୦ ରୁ ୪୦ କିଲୋମିଟର ବେଗରେ ପବନ ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

The post ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା appeared first on Dharitri Odia News.