ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ନୟାଗଡ: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଗସ୍ତ ସମୟରେ ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବେ ମହାମହିମ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲାପାଳ ଓ ଏସ୍ପି । ସୂଚନା ଅନୁସାରେ, ରାଷ୍ଟ୍ରପତି ଆସନ୍ତାକାଲି ମଧ୍ୟାହ୍ନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ଏବଂ ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ […]

ନୟାଗଡ: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଗସ୍ତ ସମୟରେ ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବେ ମହାମହିମ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲାପାଳ ଓ ଏସ୍ପି ।