ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର! ଆଜି ଆସିବ ଏସଓପି

ପୁରୀ,୧୩।୭: ରବିବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ । ତେବେ କେମିତି ଖୋଲିବ ରତ୍ନଭଣ୍ଡାର, କିଏ ଯିବେ ଭିତରକୁ ସେନେଇ ଆଜି ଏସଓପି ଆସିବା ପରେ ସ୍ପଷ୍ଟ ହେବ। ସୂଚନାଯୋଗ୍ୟ, ଗତ ୯ ତାରିଖରେ ରତ୍ନ ଭଣ୍ଡାର ଯାଞ୍ଚ କମିଟିର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ୧୪ ତାରିଖରେ ରତ୍ନ ଭଣ୍ଡାର ଖୋଲାଯାଇପାରେ ବୋଲି ସୂଚନା ମିଳିଥିଲା। କେବଳ ସରକାରଙ୍କ ଅନୁମତିକୁ ଅପେକ୍ଷା ଥିବା କହିଥିଲେ ରତ୍ନ ଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ। The post ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର! ଆଜି ଆସିବ ଏସଓପି appeared first on Dharitri Odia News.

ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର! ଆଜି ଆସିବ ଏସଓପି

ପୁରୀ,୧୩।୭: ରବିବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ । ତେବେ କେମିତି ଖୋଲିବ ରତ୍ନଭଣ୍ଡାର, କିଏ ଯିବେ ଭିତରକୁ ସେନେଇ ଆଜି ଏସଓପି ଆସିବା ପରେ ସ୍ପଷ୍ଟ ହେବ।

ସୂଚନାଯୋଗ୍ୟ, ଗତ ୯ ତାରିଖରେ ରତ୍ନ ଭଣ୍ଡାର ଯାଞ୍ଚ କମିଟିର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ୧୪ ତାରିଖରେ ରତ୍ନ ଭଣ୍ଡାର ଖୋଲାଯାଇପାରେ ବୋଲି ସୂଚନା ମିଳିଥିଲା। କେବଳ ସରକାରଙ୍କ ଅନୁମତିକୁ ଅପେକ୍ଷା ଥିବା କହିଥିଲେ ରତ୍ନ ଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ।

The post ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର! ଆଜି ଆସିବ ଏସଓପି appeared first on Dharitri Odia News.