ଆସନ୍ତାକାଲି ଘୋଷଣା ହେବ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ, ଆଜି ଆସୁଛନ୍ତି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ
ଆସନ୍ତାକାଲି କଳ୍ପନାଜଳ୍ପନାର ଅନ୍ତ ଘଟିବ। ଘୋଷଣା ହେବ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ। ବିଜେପି ବିଧାୟକ ଦଳ ବୈଠକରେ ନାଁ ଘୋଷଣା ହେବ। ଆଜି ଆସୁଛନ୍ତି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ। ଦୁଇ ଜଣ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଅଧ୍ୟକ୍ଷତାରେ ବସିବ ବିଧାୟକ ଦଳ ବୈଠକ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ବରିଷ୍ଠ ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ନିଯୁକ୍ତି ଦେଇଛି ବିଜେପି ସଂସଦୀୟ ବୋର୍ଡ। ଏହି ଦୁଇ ଜଣଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ଭୁବନେଶ୍ବର ବିଜେପି […] The post ଆସନ୍ତାକାଲି ଘୋଷଣା ହେବ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ, ଆଜି ଆସୁଛନ୍ତି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ appeared first on KNews Odisha.

ଆସନ୍ତାକାଲି କଳ୍ପନାଜଳ୍ପନାର ଅନ୍ତ ଘଟିବ। ଘୋଷଣା ହେବ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ। ବିଜେପି ବିଧାୟକ ଦଳ ବୈଠକରେ ନାଁ ଘୋଷଣା ହେବ। ଆଜି ଆସୁଛନ୍ତି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ। ଦୁଇ ଜଣ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଅଧ୍ୟକ୍ଷତାରେ ବସିବ ବିଧାୟକ ଦଳ ବୈଠକ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ବରିଷ୍ଠ ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ନିଯୁକ୍ତି ଦେଇଛି ବିଜେପି ସଂସଦୀୟ ବୋର୍ଡ। ଏହି ଦୁଇ ଜଣଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ଭୁବନେଶ୍ବର ବିଜେପି ପାର୍ଟି ଅଫିସରେ ବସିବ ବିଧାୟକ ଦଳ ବୈଠକ। ବୈଠକରେ ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଘୋଷଣା ହେବ।
The post ଆସନ୍ତାକାଲି ଘୋଷଣା ହେବ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ, ଆଜି ଆସୁଛନ୍ତି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ appeared first on KNews Odisha.