ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି
ଭୁବନେଶ୍ୱର,୨୮ା୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖ (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। The post ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି appeared first on Dharitri Odia News.
ଭୁବନେଶ୍ୱର,୨୮ା୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖ (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
The post ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି appeared first on Dharitri Odia News.