ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ
ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। The post ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ appeared first on Dharitri Odia News.
ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।
The post ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ appeared first on Dharitri Odia News.