ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟା, ଓଡ଼ିଶା ଉପରେ ପ୍ରଭାବ ପଡ଼ିବ କି ନାହିଁ ହେଲା ସ୍ପଷ୍ଟ

ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସଦୃଶ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି। ଶନିବାର ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି। ତେବେ ଓଡ଼ିଶା ଉପରେ ସେପରି ପ୍ରଭାବ ନ ଥିବା ପୂର୍ବରୁ ସ୍ପଷ୍ଟ କରାଯାଇଛି। ବାତ୍ୟା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶାରେ […] The post ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟା, ଓଡ଼ିଶା ଉପରେ ପ୍ରଭାବ ପଡ଼ିବ କି ନାହିଁ ହେଲା ସ୍ପଷ୍ଟ appeared first on Dharitri Odia News.

ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟା, ଓଡ଼ିଶା ଉପରେ ପ୍ରଭାବ ପଡ଼ିବ କି ନାହିଁ ହେଲା ସ୍ପଷ୍ଟ

ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସଦୃଶ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି। ଶନିବାର ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି। ତେବେ ଓଡ଼ିଶା ଉପରେ ସେପରି ପ୍ରଭାବ ନ ଥିବା ପୂର୍ବରୁ ସ୍ପଷ୍ଟ କରାଯାଇଛି।

ବାତ୍ୟା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କାଁ ଭାଁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

The post ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟା, ଓଡ଼ିଶା ଉପରେ ପ୍ରଭାବ ପଡ଼ିବ କି ନାହିଁ ହେଲା ସ୍ପଷ୍ଟ appeared first on Dharitri Odia News.