ଆସନ୍ତାକାଲି ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରସ୍ତୁତି ଜୋରଦାର
ଆସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଆସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ ମୋଦି। ସମ୍ବଲପୁର IIMର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି। ସେଥିପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ହେଲିପ୍ୟାଡ ଏବଂ ମଂଚ ପ୍ରସ୍ତୁତି ଜୋରସୋରରେ ଚାଲିଛି।