ଆସନ୍ତାକାଲି ସିଏମ୍ ଆବାସ ଖାଲି କରିବେ ଅରବିନ୍ଦ କେଜ୍ରିୱାଲ
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇସାରିଛନ୍ତି ଅରବିନ୍ଦ କେଜ୍ରିଓ୍ବାଲ । ଏନେଇ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ କେଜ୍ରିୱାଲ । ମୁଖ୍ୟମନ୍ତ୍ରୀ ନିବାସ ଛାଡ଼ିବା ପରେ ସେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆପ୍ ସାଂସଦ ଅଶୋକ ମିତ୍ତଲଙ୍କ ଘରେ ରହିବା ନେଇ ସୂଚନା ରହିଛି। ଏହି ପ୍ରରିପେକ୍ଷୀରେ ଦଳର ନେତା, କାଉନସିଲର, ବିଧାୟକ ଓ ସାଂସଦମାନେ ଅରବିନ୍ଦ କେଜ୍ରିୱାଲଙ୍କୁ ସେମାନଙ୍କ ଘର ଅଫର କରିଥିଲେ, କିନ୍ତୁ ଅରବିନ୍ଦ କେଜ୍ରିୱାଲ ଅଶୋକ ମିତ୍ତଲଙ୍କ ଘରେ ରହିବେ […]

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇସାରିଛନ୍ତି ଅରବିନ୍ଦ କେଜ୍ରିଓ୍ବାଲ । ଏନେଇ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ କେଜ୍ରିୱାଲ । ମୁଖ୍ୟମନ୍ତ୍ରୀ ନିବାସ ଛାଡ଼ିବା ପରେ ସେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆପ୍ ସାଂସଦ ଅଶୋକ ମିତ୍ତଲଙ୍କ ଘରେ ରହିବା ନେଇ ସୂଚନା ରହିଛି।