ଆସନ୍ତାମାସରୁ ଏଲିଭେଟେଡ୍ କରିଡର କାମ, ବ୍ୟୟ ହେବ ଏତିକି କୋଟି…
ଭୁବନେଶ୍ୱର,୧୪ା୩: ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ କରିଡର୍। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଜୟଦେବ ବିହାର ଛକରୁ ନନ୍ଦନକାନନ ପର୍ଯ୍ୟନ୍ତ ଏହି ଏଲିଭେଟେଡ୍ ରୋଡ୍ ହେବ। ୨୭୦୦ କୋଟି ଟଙ୍କା ବ୍ୟୟବରାଦରେ ଏଲିଭେଟେଡ ରୋଡ ହେବ। ଏପ୍ରିଲ ଶେଷ ସୁଦ୍ଧା କାମ ଆରମ୍ଭ ହେବ, ସବୁ ଛକରେ ରହିବ ବାଇପାସ ରୋଡ୍। The post ଆସନ୍ତାମାସରୁ ଏଲିଭେଟେଡ୍ କରିଡର କାମ, ବ୍ୟୟ ହେବ ଏତିକି କୋଟି… appeared first on Dharitri Odia News.
ଭୁବନେଶ୍ୱର,୧୪ା୩: ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ କରିଡର୍। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଜୟଦେବ ବିହାର ଛକରୁ ନନ୍ଦନକାନନ ପର୍ଯ୍ୟନ୍ତ ଏହି ଏଲିଭେଟେଡ୍ ରୋଡ୍ ହେବ। ୨୭୦୦ କୋଟି ଟଙ୍କା ବ୍ୟୟବରାଦରେ ଏଲିଭେଟେଡ ରୋଡ ହେବ। ଏପ୍ରିଲ ଶେଷ ସୁଦ୍ଧା କାମ ଆରମ୍ଭ ହେବ, ସବୁ ଛକରେ ରହିବ ବାଇପାସ ରୋଡ୍।
The post ଆସନ୍ତାମାସରୁ ଏଲିଭେଟେଡ୍ କରିଡର କାମ, ବ୍ୟୟ ହେବ ଏତିକି କୋଟି… appeared first on Dharitri Odia News.