ଆସିବ ଓ୍ବାନ୍ ନେଶନ ଓ୍ବାନ୍ ଇଲେକ୍ସନ ରିପୋର୍ଟ
ନୂଆଦିଲ୍ଲୀ,୧୬ା୬: କେନ୍ଦ୍ର କ୍ୟାବିନେଟ୍ରେ ଆସିପାରେ ଓ୍ବାନ ନେଶନ ୱାନ ଇଲେକସନ ରିପୋର୍ଟ। ଏନ୍ଡିଏ ସରକାରଙ୍କ ୧୦୦ ଦିନିଆ ଯୋଜନାର ଅଂଶ ଭାବରେ ଆସନ୍ତା ସପ୍ତାହେ, ଦୁଇ ସପ୍ତାହ ମଧ୍ୟରେ ଓ୍ବାନ୍ ନେଶନ ଓ୍ବାନ୍ ଇଲେକ୍ସନ ଉପରେ ଉଚ୍ଚସ୍ତରୀୟ କମିଟିର ରିପୋର୍ଟ କେନ୍ଦ୍ର କ୍ୟାବିନେଟରେ ଉପସ୍ଥାପନ କରିବାର ସମ୍ଭାବନା ରହିଛି। ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ଏହାକୁ ଉପସ୍ଥାପନ କରିବ। ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ ଉଚ୍ଚସ୍ତରୀୟ କମିଟି ମାର୍ଚ୍ଚରେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁଙ୍କୁ ଏହି ରିପୋର୍ଟ ଦେଇଥିଲା। The post ଆସିବ ଓ୍ବାନ୍ ନେଶନ ଓ୍ବାନ୍ ଇଲେକ୍ସନ ରିପୋର୍ଟ appeared first on Dharitri Odia News.
ନୂଆଦିଲ୍ଲୀ,୧୬ା୬: କେନ୍ଦ୍ର କ୍ୟାବିନେଟ୍ରେ ଆସିପାରେ ଓ୍ବାନ ନେଶନ ୱାନ ଇଲେକସନ ରିପୋର୍ଟ। ଏନ୍ଡିଏ ସରକାରଙ୍କ ୧୦୦ ଦିନିଆ ଯୋଜନାର ଅଂଶ ଭାବରେ ଆସନ୍ତା ସପ୍ତାହେ, ଦୁଇ ସପ୍ତାହ ମଧ୍ୟରେ ଓ୍ବାନ୍ ନେଶନ ଓ୍ବାନ୍ ଇଲେକ୍ସନ ଉପରେ ଉଚ୍ଚସ୍ତରୀୟ କମିଟିର ରିପୋର୍ଟ କେନ୍ଦ୍ର କ୍ୟାବିନେଟରେ ଉପସ୍ଥାପନ କରିବାର ସମ୍ଭାବନା ରହିଛି। ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ଏହାକୁ ଉପସ୍ଥାପନ କରିବ।
ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ ଉଚ୍ଚସ୍ତରୀୟ କମିଟି ମାର୍ଚ୍ଚରେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁଙ୍କୁ ଏହି ରିପୋର୍ଟ ଦେଇଥିଲା।
The post ଆସିବ ଓ୍ବାନ୍ ନେଶନ ଓ୍ବାନ୍ ଇଲେକ୍ସନ ରିପୋର୍ଟ appeared first on Dharitri Odia News.