ଆସିଲା ନୂଆ ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୧,୨୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୬,୮୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୧,୨୪୦ ଟଙ୍କା ଓ ୬୬,୮୧୦ ଟଙ୍କା ରହିଛି । ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି […] The post ଆସିଲା ନୂଆ ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ appeared first on KNews Odisha.

ଆସିଲା ନୂଆ ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ
gold

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୧,୨୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୬,୮୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୧,୨୪୦ ଟଙ୍କା ଓ ୬୬,୮୧୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୧,୨୪୦ ଟଙ୍କା ଓ ୬୬,୮୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୧,୩୯୦ ଟଙ୍କା ଓ ୬୬,୯୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୧,୦୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୭,୭୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୧,୨୪୦ ଟଙ୍କା ଓ ୬୬,୮୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୭, ୯୦୦ ଟଙ୍କା ରହିଛି ।

The post ଆସିଲା ନୂଆ ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ appeared first on KNews Odisha.