ଆସିଲା ବଡ଼ ଖବର: ଏହି ଦିନ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର
ପୁରୀ,୧୯।୬: ଶ୍ରୀମନ୍ଦିର ରତ୍ନଭଣ୍ଡାର କେବେ ଖୋଲିବ ସେନେଇ ସସ୍ପେନ୍ସ ଲାଗିରହିଥିବା ବେଳେ ଏବେ ଏହାର ଅନ୍ତ ଘଟିଛି। ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ହୋଇଛି। ଏନେଇ ଏଏସ୍ଆଇ ସୁପରିଟେଣ୍ଡେଣ୍ଟ ଡି.ବି. ଗଡନାୟକ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇଛି। କୋର୍ କମିଟି, ଟେକ୍ନିକାଲ କମିଟି ଉପସ୍ଥିତିରେ ରତ୍ନଭଣ୍ଡାର ଖୋଲାଯିବ। ଅନ୍ୟପଟେ, ରତ୍ନଭଣ୍ଡାର ବାହାର ପାଶର୍ବ କାନ୍ଥ ଲେଜର ସ୍କାନିଂ କରାଯାଇଛି। ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି […] The post ଆସିଲା ବଡ଼ ଖବର: ଏହି ଦିନ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର appeared first on Dharitri Odia News.
ପୁରୀ,୧୯।୬: ଶ୍ରୀମନ୍ଦିର ରତ୍ନଭଣ୍ଡାର କେବେ ଖୋଲିବ ସେନେଇ ସସ୍ପେନ୍ସ ଲାଗିରହିଥିବା ବେଳେ ଏବେ ଏହାର ଅନ୍ତ ଘଟିଛି। ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ହୋଇଛି। ଏନେଇ ଏଏସ୍ଆଇ ସୁପରିଟେଣ୍ଡେଣ୍ଟ ଡି.ବି. ଗଡନାୟକ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇଛି। କୋର୍ କମିଟି, ଟେକ୍ନିକାଲ କମିଟି ଉପସ୍ଥିତିରେ ରତ୍ନଭଣ୍ଡାର ଖୋଲାଯିବ। ଅନ୍ୟପଟେ, ରତ୍ନଭଣ୍ଡାର ବାହାର ପାଶର୍ବ କାନ୍ଥ ଲେଜର ସ୍କାନିଂ କରାଯାଇଛି। ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ।
୧୯୭୮ ମସିହା ପରେ ପ୍ରଥମ ଥର ପାଇଁ ରତ୍ନଭଣ୍ଡାର ଖୋଲାଯିବ। ପୂର୍ବରୁ ବ୍ରିଟିଶ ସମୟରେ ୧୯୨୬ ମସିହା ଓ ପରେ ଶେଷଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାରର ଯାଞ୍ଚ ହୋଇଥିଲା।
The post ଆସିଲା ବଡ଼ ଖବର: ଏହି ଦିନ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର appeared first on Dharitri Odia News.