ଆସିଲେ ମାଆ....ହସିଲା କାଶତଣ୍ଡି
କାକର ଭିଜା ସରୁ ଓଢଣୀ ଟାଣି ହସୁଛି କାଶତଣ୍ତୀ ଫୁଲ । ସକାଳର ସୁରୁଜର ପହିଲି ଛୁଆଁରେ ଯେମିତି ଫୁଲେଇ ହେଉଛି । ହାଲକା ପବନରେ ନବ ବିବାହିତା ବୋହୂଟିଏ ପରି କେତେବେଳେ ନଇଁପଡ଼ୁଛି ତ ପୁଣି କେତେବେଳେ ମୁଣ୍ଡଟେକି ମୁରୁକି ହସି ଦେଉଛି ।