ଆସିଷ୍ଟାଣ୍ଟ ପ୍ରଫେସର ପଦବୀରେ ବମ୍ପର ଭର୍ତ୍ତି, ଜାଣନ୍ତୁ କେମିତି କରିବେ ଆବେଦନ

ରାଜସ୍ଥାନ ଲୋକ ସେବା ଆୟୋଗରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହି ଭର୍ତ୍ତି ଜରିଆରେ ଆସିଷ୍ଟାଣ୍ଟ ପ୍ରଫେସର ପଦବୀରେ ଭର୍ତ୍ତି କରାଯିବ । ଏଥିପାଇଁ ଖୁବଶୀଘ୍ର ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଇଚ୍ଛୁକ ପ୍ରାର୍ଥୀ ଆବେଦନ କରିବା ପାଇଁ ଅଫିସିଆଲ ୱେବସାଇଟrpsc.rajasthan.gov.inକୁ ଯାଇ ଆବେଦନ କରିପାରିବେ । ଆବେଦନ ପତ୍ର ସବମିଟ୍‌ କରିବାର ଶେଷ ତାରିଖ ୨୧ ଫେବୃଆରୀ ୨୦୨୪ ରହିଛି । ପଦବୀ ବିବରଣୀ : ୨୦୦ ହିନ୍ଦୀ : ୩୭ […] The post ଆସିଷ୍ଟାଣ୍ଟ ପ୍ରଫେସର ପଦବୀରେ ବମ୍ପର ଭର୍ତ୍ତି, ଜାଣନ୍ତୁ କେମିତି କରିବେ ଆବେଦନ appeared first on KNews Odisha.

ଆସିଷ୍ଟାଣ୍ଟ ପ୍ରଫେସର ପଦବୀରେ ବମ୍ପର ଭର୍ତ୍ତି, ଜାଣନ୍ତୁ କେମିତି କରିବେ ଆବେଦନ
rpsc

ରାଜସ୍ଥାନ ଲୋକ ସେବା ଆୟୋଗରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହି ଭର୍ତ୍ତି ଜରିଆରେ ଆସିଷ୍ଟାଣ୍ଟ ପ୍ରଫେସର ପଦବୀରେ ଭର୍ତ୍ତି କରାଯିବ । ଏଥିପାଇଁ ଖୁବଶୀଘ୍ର ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଇଚ୍ଛୁକ ପ୍ରାର୍ଥୀ ଆବେଦନ କରିବା ପାଇଁ ଅଫିସିଆଲ ୱେବସାଇଟrpsc.rajasthan.gov.inକୁ ଯାଇ ଆବେଦନ କରିପାରିବେ । ଆବେଦନ ପତ୍ର ସବମିଟ୍‌ କରିବାର ଶେଷ ତାରିଖ ୨୧ ଫେବୃଆରୀ ୨୦୨୪ ରହିଛି ।

ପଦବୀ ବିବରଣୀ : ୨୦୦

ହିନ୍ଦୀ : ୩୭
ଇଂଲିଶ : ୨୭
ରାଜନୀତି ବିଜ୍ଞାନ : ୫
ଇତିହାସ : ୩
ସଂସ୍କୃତ : ୩୮
ସାହିତ୍ୟ : ୪୧
ବ୍ୟାକରଣ : ୩୬
ଥିଓଲୋଜି : ୩
ଆଷ୍ଟ୍ରୋଲୋଜି : ୨
ଯର୍ଜୁବେଦ : ୨
ରିଗ୍‌ବେଦ : ୧
ଯୋଗ ବିଜ୍ଞାନ : ୧

ଜରୁରୀ ତାରିଖ :ଆବେଦନ କରିବାର ଶେଷ ତାରିଖ ୨୧ ଫେବୃଆରୀ ୨୦୨୪ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ଶିକ୍ଷାଗତ ଯୋଗ୍ୟତା ଜାଣିବା ପାଇଁ ଅଫିସିଆଲ ନୋଟିଫିକେସନ ଚେକ୍‌ କରନ୍ତୁ ।

ବୟସ ସୀମା : ଆବେଦନ ପାଇଁ ଇଚ୍ଛୁକ ଥିବା ପ୍ରାର୍ଥୀଙ୍କ ବୟସ ୨୧ ରୁ ୪୦ ବର୍ଷ ହେବା ଜରୁରୀ ।

ଆବେଦନ ଶୁଳ୍କ : ଏହି ଭର୍ତ୍ତି ପାଇଁ ଆବେଦନ ଶୁଳ୍କ ଦେବାକୁ ହେବ । ଅନୁସୂଚିତ ଜାତି/ଜନଜାତି/ଓବିସି/PWD ପ୍ରାର୍ଥୀ ୪୦୦ ଟଙ୍କା ଦେବାକୁ ହେବ । ସେହିପରି ଅନ୍ୟମାନେ ୬୦୦ ଟଙ୍କା ଦେବାକୁ ହେବ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

The post ଆସିଷ୍ଟାଣ୍ଟ ପ୍ରଫେସର ପଦବୀରେ ବମ୍ପର ଭର୍ତ୍ତି, ଜାଣନ୍ତୁ କେମିତି କରିବେ ଆବେଦନ appeared first on KNews Odisha.