ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର,୨୯ା୩: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ବଡ଼ ବାବୁ। ଭୁବନେଶ୍ୱର ଜଳଯୋଗାଣ ଓ ସ୍ବରେଜ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ ଚାଲିଛି। ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସମ୍ପର୍କୀୟଙ୍କ ଘରେ ବର୍ତ୍ତମାନ ଚଢ଼ାଉ ଜାରି ରହିଛି। ଚଢ଼ାଉ ଚାଲିଥିବାରୁ ସମ୍ପତ୍ତିର ଆକଳନ କରାଯାଇପାରିନାହିଁ। ଚଢ଼ାଉ ପରେ ସବିଶେଷ ତଥ୍ୟ ମିଳିବ ବୋଲି ଜଣେ ଅଧିକାରୀ […] The post ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ appeared first on Dharitri Odia News.
ଭୁବନେଶ୍ୱର,୨୯ା୩: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ବଡ଼ ବାବୁ। ଭୁବନେଶ୍ୱର ଜଳଯୋଗାଣ ଓ ସ୍ବରେଜ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ ଚାଲିଛି। ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସମ୍ପର୍କୀୟଙ୍କ ଘରେ ବର୍ତ୍ତମାନ ଚଢ଼ାଉ ଜାରି ରହିଛି। ଚଢ଼ାଉ ଚାଲିଥିବାରୁ ସମ୍ପତ୍ତିର ଆକଳନ କରାଯାଇପାରିନାହିଁ। ଚଢ଼ାଉ ପରେ ସବିଶେଷ ତଥ୍ୟ ମିଳିବ ବୋଲି ଜଣେ ଅଧିକାରୀ କହିଛନ୍ତି।
The post ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ appeared first on Dharitri Odia News.