ଆସୁଛି ଆଉ ଏକ ବଡ଼ ଲଘୁଚାପ
ଭୁବନେଶ୍ୱର,୧୯।୧୧: ବଙ୍ଗୋପସାଗରରେ ଆସୁଛି ଆଉ ଏକ ବଡ଼ ଲଘୁଚାପ। ୨୩ ତାରିଖ ସୁଦ୍ଧା ଲଘୁଚାପ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୧ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମେ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଲଘୁଚାପର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅବପାତର ରୂପ ନେବ। ତେବେ ରାଜ୍ୟରେ ଲଘୁଚାପର ପ୍ରଭାବ […] The post ଆସୁଛି ଆଉ ଏକ ବଡ଼ ଲଘୁଚାପ appeared first on Dharitri Odia News.
ଭୁବନେଶ୍ୱର,୧୯।୧୧: ବଙ୍ଗୋପସାଗରରେ ଆସୁଛି ଆଉ ଏକ ବଡ଼ ଲଘୁଚାପ। ୨୩ ତାରିଖ ସୁଦ୍ଧା ଲଘୁଚାପ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
୨୧ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମେ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଲଘୁଚାପର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅବପାତର ରୂପ ନେବ। ତେବେ ରାଜ୍ୟରେ ଲଘୁଚାପର ପ୍ରଭାବ କିଭଳି ରହିବ, ଏଯାଏ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ।
The post ଆସୁଛି ଆଉ ଏକ ବଡ଼ ଲଘୁଚାପ appeared first on Dharitri Odia News.