ଆହୁରି ୨ ରୁ ୩ ଡିଗ୍ରୀ ବଢିବ ତାତି, କଲବଲ ହେବ ଓଡ଼ିଶା
ଭୁବନେଶ୍ଵର: ରାଜ୍ୟରେ ଆହୁରି ବଢିବ ତାତି । ସ୍ଵାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଆହୁରି ତାତି ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ ସମେତ ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ହେବ ତାତି । ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ଏବଂ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ସତର୍କ କରାଇଛି ପାଣିପାଗ କେନ୍ଦ୍ର । Also read- କୁମାରଖୁଣ୍ଟିରେ ହାତୀଙ୍କ ପାଠଶାଳା, ୬ରୁ ଆରମ୍ଭ ହେବ ପାଠପଢା ୫ ତାରିଖ ପର୍ଯ୍ୟନ୍ତ ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପରଦା ଉପରେ ମୁଁହ ହେବା ଏଲନିନୋ ପ୍ରଭାବ ଅଧିକ ରହୁଥିବାରୁ ଅଧିକ ତାତି ଅନୁଭୁତ ହେବ । ଏଥିପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ମାର୍ଚ୍ଚ ମାସରେ ପଶ୍ଚିମା ଝଡର ଅଧିକ ପ୍ରଭାବ ରହିଲେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଆକଳନ କରାଯାଉଛି The post ଆହୁରି ୨ ରୁ ୩ ଡିଗ୍ରୀ ବଢିବ ତାତି, କଲବଲ ହେବ ଓଡ଼ିଶା appeared first on Prameya News7.
ଭୁବନେଶ୍ଵର: ରାଜ୍ୟରେ ଆହୁରି ବଢିବ ତାତି । ସ୍ଵାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଆହୁରି ତାତି ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ ସମେତ ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ହେବ ତାତି । ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ଏବଂ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ସତର୍କ କରାଇଛି ପାଣିପାଗ କେନ୍ଦ୍ର ।
Also read- କୁମାରଖୁଣ୍ଟିରେ ହାତୀଙ୍କ ପାଠଶାଳା, ୬ରୁ ଆରମ୍ଭ ହେବ ପାଠପଢା
୫ ତାରିଖ ପର୍ଯ୍ୟନ୍ତ ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପରଦା ଉପରେ ମୁଁହ ହେବା ଏଲନିନୋ ପ୍ରଭାବ ଅଧିକ ରହୁଥିବାରୁ ଅଧିକ ତାତି ଅନୁଭୁତ ହେବ । ଏଥିପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ମାର୍ଚ୍ଚ ମାସରେ ପଶ୍ଚିମା ଝଡର ଅଧିକ ପ୍ରଭାବ ରହିଲେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଆକଳନ କରାଯାଉଛି
The post ଆହୁରି ୨ ରୁ ୩ ଡିଗ୍ରୀ ବଢିବ ତାତି, କଲବଲ ହେବ ଓଡ଼ିଶା appeared first on Prameya News7.