ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋଟିପତି ଯନ୍ତ୍ରୀ ଗିରଫ, ଆଉ ୨ ଦିନ ପରେ ନେଇଥାନ୍ତେ ଅବସର
କଟକ : ଗିରଫ ହେଲେ କୋଟିପତି ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ବ୍ଲକ୍ ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡାଙ୍କୁ ଗିରଫ କଲା ଭିଜିଲାନ୍ସ । ଯାଞ୍ଚ ବେଳେ ସୁଶୀଲ ମିଳିଛି ଅମାପ ସମ୍ପତ୍ତି। ଭିଜିଲାନ୍ସ ଯାଞ୍ଚ ବେଳେ ଠାବ ହୋଇଛି ଏକ ବହୁତଳ କୋଠା, ଦୁଇଟି ଫ୍ଲାଟ, ୬ ଟି ବହୁମୁଲ୍ୟ ପ୍ଲଟ, ୧୨୬ ଗ୍ରାମର ସୁନା ଗହଣା ସହ ନଗଦ ଦୁଇ ଲକ୍ଷ ପାଞ୍ଚ ହଜାର […] The post ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋଟିପତି ଯନ୍ତ୍ରୀ ଗିରଫ, ଆଉ ୨ ଦିନ ପରେ ନେଇଥାନ୍ତେ ଅବସର appeared first on KNews Odisha.

କଟକ : ଗିରଫ ହେଲେ କୋଟିପତି ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ବ୍ଲକ୍ ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡାଙ୍କୁ ଗିରଫ କଲା ଭିଜିଲାନ୍ସ । ଯାଞ୍ଚ ବେଳେ ସୁଶୀଲ ମିଳିଛି ଅମାପ ସମ୍ପତ୍ତି। ଭିଜିଲାନ୍ସ ଯାଞ୍ଚ ବେଳେ ଠାବ ହୋଇଛି ଏକ ବହୁତଳ କୋଠା, ଦୁଇଟି ଫ୍ଲାଟ, ୬ ଟି ବହୁମୁଲ୍ୟ ପ୍ଲଟ, ୧୨୬ ଗ୍ରାମର ସୁନା ଗହଣା ସହ ନଗଦ ଦୁଇ ଲକ୍ଷ ପାଞ୍ଚ ହଜାର ଟଙ୍କା। ଏହା ସହିତ ଏକ କୋଟିର ବ୍ୟାଙ୍କ ଓ ଇନସ୍ୟୁରାନ୍ସ ଜମା ଥିବା ଜବତ କରିଛି ଭିଜିଲାନ୍ସ। ଆଉ ୨ ଦିନ ପରେ ଅବସର ନେଇଥାନ୍ତେ ସୁଶୀଲ ପଣ୍ଡା।
The post ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋଟିପତି ଯନ୍ତ୍ରୀ ଗିରଫ, ଆଉ ୨ ଦିନ ପରେ ନେଇଥାନ୍ତେ ଅବସର appeared first on KNews Odisha.