ଆୟରେ ବୃଦ୍ଧି ହେବ, ଏହି ରାଶିର ବ୍ୟକ୍ତି ନୂତନ ଯାନବାହାନ କ୍ରୟ କରିବେ

ମେଷ -ଚାକିରିରେ ଉଚ୍ଚ ସ୍ଥାନ ପ୍ରାପ୍ତି ହେବ । ଭ୍ରମଣ ଯୋଗ ରହିଛି । ଆୟରେ ବୃଦ୍ଧି ହେବ ।ପରିବାରରେ ସୁଖ ଶାନ୍ତି ଲାଗି ରହିବ । ବ୍ୟବସାୟରେ ଭଲ ଫଳ ମିଳିବ । ନୂତନ ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ବୃଷ - ମିଳୁନଥିବା ଅର୍ଥ ହଠାତ୍ ପ୍ରାପ୍ତି ହେବ । ନୂତନ ଯାନବାହାନ କ୍ରୟ କରିବେ । ଛାତ୍ର ଛାତ୍ରୀମାନେ ବ୍ୟସ୍ତତାରେ ଦିନ କାଟିବେ। ବ୍ୟବସାୟରେ ଆଗକୁ ବଢ଼ିବେ । ଦମ୍ପତିମାନଙ୍କ ପାଇଁ ଦିନଟି ଉତ୍ତମ ରହିଛି । ଗୁରୁଜନ ଙ୍କ ସହଯୋଗ ମିଳିବ ।ମିଥୁନ -କୌଣସି ବାହ୍ୟ ସ୍ଥାନରୁ ସମ୍ମାନ ମିଳିପାରେ । ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ନିହାତି ଆବଶ୍ୟକ। ଚାକିରି କ୍ଷେତ୍ର ସାମାନ୍ୟ ରହିବ । ବ୍ୟବସାୟରେ ନିବେଶ କରନ୍ତୁ ନାହିଁ । ପ୍ରେମ ସମ୍ପର୍କ ନିବିଡ଼ ହେବ । ବିଦ୍ୟାର୍ଥୀ ମାନେ ଉପକୃତ ହେବେ ।କର୍କଟ - ଦିନଟି ସଂପୂର୍ଣ୍ଣ ଭଲରେ କଟିବ । ସମ୍ମାନ ପ୍ରାପ୍ତିର ଯୋଗ ରହିଛି । ଭ୍ରମଣ ଯୋଗ ରହିଛି । ମନରେ ସାମାନ୍ୟ ଗ୍ଲାନି ଦେଖା ଦେଇ ପାରେ । ପାରିବାରିକ ଜୀବନ ସୁଖ ମୟ ହେବ । ବ୍ୟବସାୟରେ ଭଲ ଲାଭ ମିଳିପାରେ । ସିଂହ - ଦିନଟି ଅତ୍ୟନ୍ତ ଖୁସି ଖବର ଦେବ । ବ୍ୟବସାୟୀ ମାନଙ୍କର ନୂତନ ଚୁକ୍ତି ଯୋଗୁଁ ଲାଭବାନ ହେବାର ସମ୍ଭାବନା ରହିଛି । ମାତା ପିତା ଙ୍କ ଆଶୀର୍ବାଦ ମିଳିବ ।ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀ ମାନେ ପରୀକ୍ଷା ରେ ସଫଳତା ଅର୍ଜନ କରିବେ । କନ୍ୟା - ଦିନଟି ଭଲ ଫଳ ପ୍ରଦାନ କରିବ । ଛାତ୍ରଛାତ୍ରୀଙ୍କ

ଆୟରେ ବୃଦ୍ଧି ହେବ, ଏହି ରାଶିର ବ୍ୟକ୍ତି ନୂତନ ଯାନବାହାନ କ୍ରୟ କରିବେ

ମେଷ -ଚାକିରିରେ ଉଚ୍ଚ ସ୍ଥାନ ପ୍ରାପ୍ତି ହେବ । ଭ୍ରମଣ ଯୋଗ ରହିଛି । ଆୟରେ ବୃଦ୍ଧି ହେବ ।ପରିବାରରେ ସୁଖ ଶାନ୍ତି ଲାଗି ରହିବ । ବ୍ୟବସାୟରେ ଭଲ ଫଳ ମିଳିବ । ନୂତନ ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। 

ବୃଷ - ମିଳୁନଥିବା ଅର୍ଥ ହଠାତ୍ ପ୍ରାପ୍ତି ହେବ । ନୂତନ ଯାନବାହାନ କ୍ରୟ କରିବେ । ଛାତ୍ର ଛାତ୍ରୀମାନେ ବ୍ୟସ୍ତତାରେ ଦିନ କାଟିବେ। ବ୍ୟବସାୟରେ ଆଗକୁ ବଢ଼ିବେ । ଦମ୍ପତିମାନଙ୍କ ପାଇଁ ଦିନଟି ଉତ୍ତମ ରହିଛି । ଗୁରୁଜନ ଙ୍କ ସହଯୋଗ ମିଳିବ ।

ମିଥୁନ -କୌଣସି ବାହ୍ୟ ସ୍ଥାନରୁ ସମ୍ମାନ ମିଳିପାରେ । ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ନିହାତି ଆବଶ୍ୟକ। ଚାକିରି କ୍ଷେତ୍ର ସାମାନ୍ୟ ରହିବ । ବ୍ୟବସାୟରେ ନିବେଶ କରନ୍ତୁ ନାହିଁ । ପ୍ରେମ ସମ୍ପର୍କ ନିବିଡ଼ ହେବ । ବିଦ୍ୟାର୍ଥୀ ମାନେ ଉପକୃତ ହେବେ ।

କର୍କଟ - ଦିନଟି ସଂପୂର୍ଣ୍ଣ ଭଲରେ କଟିବ । ସମ୍ମାନ ପ୍ରାପ୍ତିର ଯୋଗ ରହିଛି । ଭ୍ରମଣ ଯୋଗ ରହିଛି । ମନରେ ସାମାନ୍ୟ ଗ୍ଲାନି ଦେଖା ଦେଇ ପାରେ । ପାରିବାରିକ ଜୀବନ ସୁଖ ମୟ ହେବ । ବ୍ୟବସାୟରେ ଭଲ ଲାଭ ମିଳିପାରେ । 

ସିଂହ - ଦିନଟି ଅତ୍ୟନ୍ତ ଖୁସି ଖବର ଦେବ । ବ୍ୟବସାୟୀ ମାନଙ୍କର ନୂତନ ଚୁକ୍ତି ଯୋଗୁଁ ଲାଭବାନ ହେବାର ସମ୍ଭାବନା ରହିଛି । ମାତା ପିତା ଙ୍କ ଆଶୀର୍ବାଦ ମିଳିବ ।ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀ ମାନେ ପରୀକ୍ଷା ରେ ସଫଳତା ଅର୍ଜନ କରିବେ । 

କନ୍ୟା - ଦିନଟି ଭଲ ଫଳ ପ୍ରଦାନ କରିବ । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିଛି । ନୂତନ ବ୍ୟବସାୟ ଆରମ୍ଭ କଲେ ଶୁଭ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।ସ୍ବାସ୍ଥ୍ୟ ବସ୍ଥା ରେ ସୁଧାର ଆସିବ।

ତୁଳା - ନୂତନ ଚାକିରିରେ ଯୋଗଦାନ ଦେଇଥିବା ବ୍ୟକ୍ତି ଙ୍କୁ ନୂଆ ସୁଯୋଗ ସୃଷ୍ଟି ହେବା । ଧାର ଦେଇଥିବା ପଇସା ଆପଣ ଫେରସ୍ତ ପାଇବେ । ନୂତନ ବସ୍ତୁ କ୍ରୟ କରିବେ । ଛାତ୍ର ଛାତ୍ରୀ ମାନେ ଉପକୃତ ହେବେ। ବ୍ୟବସ୍ଥା ଆଶାନୁରୂପ ଫଳ ଦେବ ।

ବିଛା - ଆର୍ଥିକ ସ୍ଥିତି  ସ୍ୱଚ୍ଛଳ ରହିବ । ଛାତ୍ର ଛାତ୍ରୀ ମାନେ କୃତ କାର୍ଯ୍ୟ ହେବେ । ଦମ୍ପତି ମାନେ ଆଲୋଚନା କରି କିଛି ନୂଆ କାର୍ଯ୍ୟ  ଆରମ୍ଭ କରି ପାରନ୍ତି । ଭ୍ରମଣ ର ଯୋଗ ରହିଛି ।ପରିବାର ରେ ଖୁସି ର ମହିଳା ରହିବ ।

ଧନୁ - ଦିନଟି ମଧ୍ୟମ ଫଳ ପ୍ରାପ୍ତ କରାଇବ । ବ୍ୟବସାୟରେ କ୍ଷତି ସହିବାର ସମ୍ଭାବନା ରହିଛି । ସନ୍ତାନଙ୍କ ସ୍ଵାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତାରେ ରହିବେ । ପୈତୃକ ସମ୍ପତିକୁ ନେଇ ବିବାଦ ଲାଗି ପାରେ । ବନ୍ଧୁ ମିଳନର ଯୋଗ ରହିଛି ।

ମକର - କର୍ମରେ ଆପଣଙ୍କୁ ମଧ୍ୟମ ଫଳ ପ୍ରାପ୍ତି ଯୋଗ ରହିଛି । ଅଯଥା ଖର୍ଚ୍ଚାନ୍ତ ହୋଇ ପାରନ୍ତି । ଶତ୍ରୁ ଙ୍କ ଠାରୁ ଦୂରତା ରକ୍ଷା କରନ୍ତୁ ।   ନିବେଶ ପାଇଁ ଦିନଟି ଉତ୍ତମ ରହିଛି । ବିଦ୍ୟାର୍ଥୀ ମାନଙ୍କୁ ପ୍ରଶଂସା ମିଳି ପାରେ।

କୁମ୍ଭ -  ଦିନଟି ଆପଣଙ୍କୁ  ମଧ୍ୟମ ଫଳ ପ୍ରାପ୍ତ କରାଇବ।ନିର୍ଣ୍ଣୟ ଆପଣଙ୍କ ପକ୍ଷ ରେ ରହିବ । ସାମାନ୍ୟ ମାନସିକ ଆସନ୍ତି ଏଜ୍ୟ ଦେବ । କିନ୍ତୁ ନିଜ ନିଅନ୍ତ୍ରଣ ଯୋଗୁଁ ତାହା ଆପଣ ସମାଧାନ କରିବାକୁ ସକ୍ଷମ ହେବେ । ବ୍ୟବସାୟ ରେ ମଧ୍ୟମ ଫଳ ପ୍ରାପ୍ତ ହେବ ।

ମୀନ -କାର୍ଯ୍ୟ କ୍ଷେତ୍ରରେ ନିଜକୁ ବ୍ୟସ୍ତ ରଖିବେ। ଅଟକି ଥିବା କାର୍ଯ୍ୟର ପୁନ ଆରମ୍ଭ କରିବେ ।ଛାତ୍ର ଛାତ୍ରୀ ମାନେ ନିଜ କାର୍ଯ୍ୟ ରେ ମନୋନିବେଶ କରିବେ। ଦମ୍ପତି ମାନଙ୍କ ପାଇଁ ଦିନଟି ବ୍ୟସ୍ତ ବହୁଳ ରହିବ।

ଜ୍ୟୋତିର୍ବିଦ ସିଦ୍ଧାର୍ଥ ଶେଖର ନାୟକ

 (Astro researcher & gemstone consultant)

ଯୋଗାଯୋଗ -8249826682)