ଆୟୁଷ୍ମାନ କାର୍ଡରେ ରୋଗୀଙ୍କୁ ଅବହେଳା କଲେ ଆଇନ ଅନୁଯାୟୀ ହେବ କାର୍ଯ୍ୟାନୁଷ୍ଠନ : ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର ୨୯।୪: ଆୟୁଷ୍ମାନ କାର୍ଡରେ ରୋଗୀଙ୍କୁ ଅବହେଳା କଲେ ଆଇନ ଅନୁଯାୟୀ ହେବ କାର୍ଯ୍ୟାନୁଷ୍ଠନ । କାର୍ଡରେ କୌଣସି ଦ୍ଵନ୍ଦ୍ବ ନାହିଁ । ଯାହା କିଛି ବୈଷୟିକ ସମସ୍ୟା ରହିଛି ସମସ୍ୟାର ସମାଧାନ ନେଇ ଆଲୋଚନା ଚାଲିଛି । ଘରୋଇ ହସ୍ପିଟାଲ ପ୍ୟାକେଜ ବୃଦ୍ଧି ଦାବି ଉପରେ ବି ବିଚାର କରାଯିବ । ସରକାରୀ ସ୍ତରରୁ, ଲୋକଙ୍କ ପାଖରୁ ବିଭିନ୍ନ ମତାମତ ଆସୁଛି । ସବୁ ଦିଗକୁ ନେଇ ବିଚାର ଚାଲିଛି । ପ୍ୟାନ୍ ଇଣ୍ଡିଆ କାର୍ଡ ହୋଇଥିବାରୁ ନେଟୱର୍କ ଓ ଓଟିପି ସମସ୍ୟା ରହିଛି । ସମସ୍ୟା ସମାଧାନ ନେଇ ଆଲୋଚନା ଚାଲିଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । You Can Read:ଆମ ସରକାର କଠୋର ନୀତି ଆପଣାଇଛନ୍ତି, ଛଦ୍ମ ପରିଚୟ ପତ୍ର କାମ ଦେବନି : ଆଇନ ମନ୍ତ୍ରୀ

ଆୟୁଷ୍ମାନ କାର୍ଡରେ ରୋଗୀଙ୍କୁ ଅବହେଳା କଲେ ଆଇନ ଅନୁଯାୟୀ ହେବ କାର୍ଯ୍ୟାନୁଷ୍ଠନ : ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର : ଆୟୁଷ୍ମାନ କାର୍ଡରେ ରୋଗୀଙ୍କୁ ଅବହେଳା କଲେ ଆଇନ ଅନୁଯାୟୀ ହେବ କାର୍ଯ୍ୟାନୁଷ୍ଠନ । କାର୍ଡରେ କୌଣସି ଦ୍ଵନ୍ଦ୍ବ ନାହିଁ । ଯାହା କିଛି ବୈଷୟିକ ସମସ୍ୟା ରହିଛି ସମସ୍ୟାର ସମାଧାନ ନେଇ ଆଲୋଚନା ଚାଲିଛି । ଘରୋଇ ହସ୍ପିଟାଲ ପ୍ୟାକେଜ ବୃଦ୍ଧି ଦାବି ଉପରେ ବି ବିଚାର କରାଯିବ । ସରକାରୀ ସ୍ତରରୁ, ଲୋକଙ୍କ ପାଖରୁ ବିଭିନ୍ନ ମତାମତ ଆସୁଛି । ସବୁ ଦିଗକୁ ନେଇ ବିଚାର ଚାଲିଛି । 

ପ୍ୟାନ୍ ଇଣ୍ଡିଆ କାର୍ଡ ହୋଇଥିବାରୁ ନେଟୱର୍କ ଓ ଓଟିପି ସମସ୍ୟା ରହିଛି । ସମସ୍ୟା ସମାଧାନ ନେଇ ଆଲୋଚନା ଚାଲିଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । 

You Can Read:

ଆମ ସରକାର କଠୋର ନୀତି ଆପଣାଇଛନ୍ତି, ଛଦ୍ମ ପରିଚୟ ପତ୍ର କାମ ଦେବନି : ଆଇନ ମନ୍ତ୍ରୀ