ଇଡିରେ ହାଜର ହେଲେ ପ୍ରଫୁଲ୍ଲ ସାମଲ: ଚାଲିଛି ଜେରା
ଭୁବନେଶ୍ୱର,୨୮।୨: ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ବୁଧବାର ଇଡିରେ ହାଜର ହୋଇଛନ୍ତି। ବରିପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ସେ ଇଡିରେ ହାଜର ହୋଇଥିବା ଜଣାଯାଇଛି। ପ୍ରଫୁଲ୍ଲ ସାମଲଙ୍କୁ ଇଡି ଜେରା କରୁଥିବା ସୂଚନା ମିଳିଛି। ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ହାଜର ହେବାକୁ ଇଡି ଫେବୃୟାରୀ ୧୭ ତାରିଖରେ ନୋଟିସ କରିଥିଲା। ସ୍ବାସ୍ଥ୍ୟଗତ ସମସ୍ୟା ଜଣାଇ ଇଡିରେ ହାଜର ହେବାକୁ ଓକିଲ ଜରିଆରେ ସମୟ ମାଗିଥିଲେ ପ୍ରଫୁଲ୍ଲ […] The post ଇଡିରେ ହାଜର ହେଲେ ପ୍ରଫୁଲ୍ଲ ସାମଲ: ଚାଲିଛି ଜେରା appeared first on Dharitri Odia News.
ଭୁବନେଶ୍ୱର,୨୮।୨: ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ବୁଧବାର ଇଡିରେ ହାଜର ହୋଇଛନ୍ତି। ବରିପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ସେ ଇଡିରେ ହାଜର ହୋଇଥିବା ଜଣାଯାଇଛି। ପ୍ରଫୁଲ୍ଲ ସାମଲଙ୍କୁ ଇଡି ଜେରା କରୁଥିବା ସୂଚନା ମିଳିଛି।
ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ହାଜର ହେବାକୁ ଇଡି ଫେବୃୟାରୀ ୧୭ ତାରିଖରେ ନୋଟିସ କରିଥିଲା। ସ୍ବାସ୍ଥ୍ୟଗତ ସମସ୍ୟା ଜଣାଇ ଇଡିରେ ହାଜର ହେବାକୁ ଓକିଲ ଜରିଆରେ ସମୟ ମାଗିଥିଲେ ପ୍ରଫୁଲ୍ଲ । ପରବର୍ତ୍ତୀ ସମୟରେ ପୁଣି ଇଡି ପ୍ରଫୁଲ୍ଲଙ୍କୁ ହାଜର ହେବାକୁ ନୋଟିସ କରିଥିଲା।
The post ଇଡିରେ ହାଜର ହେଲେ ପ୍ରଫୁଲ୍ଲ ସାମଲ: ଚାଲିଛି ଜେରା appeared first on Dharitri Odia News.