ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି

ବଢ଼ିଲା ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଅଡ଼ୁଆ ।

ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି

ଇଡିରେ ଆଜି ହାଜର ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି। ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ସେ ଇଡିରେ ହାଜର ହୋଇଥିବା ଜଣାଯାଇଛି। ପ୍ରୟାସକାନ୍ତିଙ୍କୁ ଇଡି ଜେରା କରୁଥିବା ସୂଚନା ରହିଛି।