ଇଣ୍ଡି ମେଣ୍ଟ ଆଡ଼କୁ ଢ଼ଳିବ କି ଶଙ୍ଖ ?
ନିର୍ବାଚନ ହାରିବା ପରେ ଇଣ୍ଡି ମେଣ୍ଟ ଆଡକୁ ଢଳିବ କି ବିଜେଡି? ସମଦୂରତା ଭୁଲି ସମମିତ୍ରତା ଫଣ୍ଡା ଆପଣାଇବ କି? ଏବେ ରାଜନୈତିକ ମହଲରେ ଏଭଳି ଚର୍ଚ୍ଚା ଜୋର ଧରିଛି।