ଇଣ୍ଡୋନେସିଆରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୬.୭ ରେକର୍ଡ଼
ନୂଆଦିଲ୍ଲୀ: ଇଣ୍ଡୋନେସିଆର ତଲାଉଡ୍ ଦ୍ୱୀପରେ ଶକ୍ତିଶାଳୀ ଭୂମିକମ୍ପ ଝଟକା । ସୋମବାର ବିଳମ୍ବିତ ରାତି ୨ଟା ୨୮ ମିନିଟରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୭ ରେକର୍ଡ଼ କରାଯାଇଛି । ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତିର କୌଣସି ସୂଚନା ମିଳିପାରିନାହିଁ ।