ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରକୁ ବୋମାରେ ଉଡ଼ାଇଦେବାକୁ ଧମକ
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରକୁ ବୋମାରେ ଉଡ଼ାଇଦେବାକୁ ଧମକ ମିଳିଛି। ଏବେ ରବିବାର ଦିଲ୍ଲୀର ଦୁଇଟି ଡାକ୍ତରଖାନା ପରେ ବର୍ତ୍ତମାନ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (ଆଇଜିଆଇ) କୁ ବୋମାରେ ଉଡାଇ ଦେବାକୁ ଧମକ ମିଳିଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ଏବଂ ବିମାନବନ୍ଦରରେ ତଲାସୀ ଜାରି ରହିଛି।