ଇନ୍ଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା
ମାଲକାନଗିରି,୫ା୭: ଛତିଶଗଡ଼ ନାରାୟଣପୁର ତେଲାଙ୍ଗୁର ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ଇନ୍ଫର୍ମର ସନ୍ଦେହରେ ହତ୍ୟା କରାଯାଇଥିବା ପୋଲିସ କହିଛି। ଘଟଣାସ୍ଥଳରୁ କିଛି ମାଓବାଦୀ ପୋଷ୍ଟର ମଧ୍ୟ ଜବତ କରିଛି ପୋଲିସ। The post ଇନ୍ଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା appeared first on Dharitri Odia News.
ମାଲକାନଗିରି,୫ା୭: ଛତିଶଗଡ଼ ନାରାୟଣପୁର ତେଲାଙ୍ଗୁର ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ଇନ୍ଫର୍ମର ସନ୍ଦେହରେ ହତ୍ୟା କରାଯାଇଥିବା ପୋଲିସ କହିଛି। ଘଟଣାସ୍ଥଳରୁ କିଛି ମାଓବାଦୀ ପୋଷ୍ଟର ମଧ୍ୟ ଜବତ କରିଛି ପୋଲିସ।
The post ଇନ୍ଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା appeared first on Dharitri Odia News.