ଇନ୍ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ
ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି। ମାଓବାଦୀଙ୍କ ୱାଜେଡୁ ଭେଙ୍କଟାପୁରମ୍ ସଂଗଠନ ସଚିବ ଶାନ୍ତଙ୍କ ଦ୍ୱାରା ଘଟଣାସ୍ଥଳରେ ଏନେଇ ଏକ ହାତଲେଖା ଚିଠିରେ ପୋଲିସ ସୂଚନାଦାତା ଯୋଗୁ ଦୁଇ ଗ୍ରାମବାସୀଙ୍କୁ ହତ୍ୟା କରାଯାଇଥିବା ଲେଖା ରହିଛି। ଏହି ଦୁଇ ୨ ଜଣଙ୍କୁ ମାଓବାଦୀମାନେ ଘରୁ ଉଠାଇ ନେଇ ଗ୍ରାମ ନିକଟରେ ହତ୍ୟାକରି ମୃତଦେହ ଛାଡି ଚାଲି ଯାଇଥିଲେ। The post ଇନ୍ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ appeared first on Dharitri Odia News.
ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି। ମାଓବାଦୀଙ୍କ ୱାଜେଡୁ ଭେଙ୍କଟାପୁରମ୍ ସଂଗଠନ ସଚିବ ଶାନ୍ତଙ୍କ ଦ୍ୱାରା ଘଟଣାସ୍ଥଳରେ ଏନେଇ ଏକ ହାତଲେଖା ଚିଠିରେ ପୋଲିସ ସୂଚନାଦାତା ଯୋଗୁ ଦୁଇ ଗ୍ରାମବାସୀଙ୍କୁ ହତ୍ୟା କରାଯାଇଥିବା ଲେଖା ରହିଛି। ଏହି ଦୁଇ ୨ ଜଣଙ୍କୁ ମାଓବାଦୀମାନେ ଘରୁ ଉଠାଇ ନେଇ ଗ୍ରାମ ନିକଟରେ ହତ୍ୟାକରି ମୃତଦେହ ଛାଡି ଚାଲି ଯାଇଥିଲେ।
The post ଇନ୍ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ appeared first on Dharitri Odia News.