ଇଭିଏମ୍ ଟାମ୍ପରିଂ ଅଭିଯୋଗ ମାମଲା : ବିଜେଡି ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍

କଟକ ୧।୧୦: ହାଇକୋର୍ଟରେ ବିଜେଡି ବିଧାୟକ ସାରଦା ନାୟକଙ୍କ ନାଁରେ ଇଭିଏମ ଟାମ୍ପରିଂ ଅଭିଯୋଗ ମାମଲା । ମାମଲାରେ ଉତ୍ତର ରଖିବାକୁ ସାରଦାଙ୍କୁ ନୋଟିସ କଲେ ହାଇକୋର୍ଟ । ଗଣତି କେନ୍ଦ୍ରରେ ସାରଦାଙ୍କ ଇଙ୍ଗିତରେ ଇଭିଏମ୍ ଟାମ୍ପରିଂ ଅଭିଯୋଗ ଆଣିଛନ୍ତି ସ୍ଥାନୀୟ ଭୋଟର ରାଧେଶ୍ୟାମ ୟାଦବ । ଆବେଦନକାରୀ ଏହି ଅଭିଯୋଗ ସଂକ୍ରାନ୍ତୀୟ ସିସିଟିଭି ଫୁଟେଜ ଓ ଫଟୋ ମଧ୍ୟ କୋର୍ଟରେ ଦର୍ଶାଇଛନ୍ତି । ୧୯ ନଭେମ୍ବର ମାମଲାର ପରବର୍ତ୍ତୀ ଶୁଣାଣି । ନିର୍ବାଚନରେ ମିଥ୍ୟା ସତ୍ୟପାଠ ଦାଖଲ ନେଇ ଅନ୍ୟ ଏକ ମାମଲାରେ ସାରଦା ନାୟକଙ୍କୁ ଉତ୍ତର ରଖିବାକୁ ୨୯ ଅକ୍ଟୋବର ଶେଷ ସୁଯୋଗ ବୋଲି କୋର୍ଟ କହିଛନ୍ତି ।You Can Read:ନାବାଳିକା ଦୁଷ୍କର୍ମ ଓ ହତ୍ୟାକାରୀକୁ ଫାଶୀ ଦଣ୍ଡାଦେଶ, ଲକ୍ଷେ ଟଙ୍କା ଟଙ୍କା ଜରିମାନା ଆଦେଶ

ଇଭିଏମ୍ ଟାମ୍ପରିଂ ଅଭିଯୋଗ ମାମଲା : ବିଜେଡି ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍

କଟକ ୧।୧୦: ହାଇକୋର୍ଟରେ ବିଜେଡି ବିଧାୟକ ସାରଦା ନାୟକଙ୍କ ନାଁରେ ଇଭିଏମ ଟାମ୍ପରିଂ ଅଭିଯୋଗ ମାମଲା । ମାମଲାରେ ଉତ୍ତର ରଖିବାକୁ ସାରଦାଙ୍କୁ ନୋଟିସ କଲେ ହାଇକୋର୍ଟ । 

ଗଣତି କେନ୍ଦ୍ରରେ ସାରଦାଙ୍କ ଇଙ୍ଗିତରେ ଇଭିଏମ୍ ଟାମ୍ପରିଂ ଅଭିଯୋଗ ଆଣିଛନ୍ତି ସ୍ଥାନୀୟ ଭୋଟର ରାଧେଶ୍ୟାମ ୟାଦବ । ଆବେଦନକାରୀ ଏହି ଅଭିଯୋଗ ସଂକ୍ରାନ୍ତୀୟ ସିସିଟିଭି ଫୁଟେଜ ଓ ଫଟୋ ମଧ୍ୟ କୋର୍ଟରେ ଦର୍ଶାଇଛନ୍ତି । ୧୯ ନଭେମ୍ବର ମାମଲାର ପରବର୍ତ୍ତୀ ଶୁଣାଣି । ନିର୍ବାଚନରେ ମିଥ୍ୟା ସତ୍ୟପାଠ ଦାଖଲ ନେଇ ଅନ୍ୟ ଏକ ମାମଲାରେ ସାରଦା ନାୟକଙ୍କୁ ଉତ୍ତର ରଖିବାକୁ ୨୯ ଅକ୍ଟୋବର ଶେଷ ସୁଯୋଗ ବୋଲି କୋର୍ଟ କହିଛନ୍ତି ।

You Can Read:

ନାବାଳିକା ଦୁଷ୍କର୍ମ ଓ ହତ୍ୟାକାରୀକୁ ଫାଶୀ ଦଣ୍ଡାଦେଶ, ଲକ୍ଷେ ଟଙ୍କା ଟଙ୍କା ଜରିମାନା ଆଦେଶ