ଇସ୍ତଫା ଦେଇପାରନ୍ତି ନବୀନ ପଟ୍ଟନାୟକ
ଭୁବନେଶ୍ୱର,୪।୬: ଇସ୍ତଫା ଦେଇପାରନ୍ତି ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ନବୀନ ପଟ୍ଟନାୟକ। ନବୀନ ହିଞ୍ଜିଳିରୁ ଜିତିଥିଲେ ମଧ୍ୟ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପରାସ୍ତ ହୋଇଛନ୍ତି। ଏଥିସହ ବିଜେଡି ୪୯ ଭୋଟ ପାଇ ଭାଜପା ଠାରୁ ବିଧାସଭାରେ ପରାସ୍ତ ହୋଇଛି। The post ଇସ୍ତଫା ଦେଇପାରନ୍ତି ନବୀନ ପଟ୍ଟନାୟକ appeared first on Dharitri Odia News.
ଭୁବନେଶ୍ୱର,୪।୬: ଇସ୍ତଫା ଦେଇପାରନ୍ତି ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ନବୀନ ପଟ୍ଟନାୟକ। ନବୀନ ହିଞ୍ଜିଳିରୁ ଜିତିଥିଲେ ମଧ୍ୟ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପରାସ୍ତ ହୋଇଛନ୍ତି। ଏଥିସହ ବିଜେଡି ୪୯ ଭୋଟ ପାଇ ଭାଜପା ଠାରୁ ବିଧାସଭାରେ ପରାସ୍ତ ହୋଇଛି।
The post ଇସ୍ତଫା ଦେଇପାରନ୍ତି ନବୀନ ପଟ୍ଟନାୟକ appeared first on Dharitri Odia News.