ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୫।୬: ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫାପତ୍ର ଦେଇଛନ୍ତି । ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍ ନମ୍ବର ୨୭୨ ହାସଲ କରିବାରେ ବିଫଳ ହୋଇଥିବାବେଳେ ଏନ୍ଡିଏ ବହୁମତ ପାଇଛି। ତେବେ ତୃତୀୟ ଥର ପାଇଁ ଏନ୍ଡିଏ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଆସନ୍ତା ୮ରେ ଶପଥ ନେବେ […] The post ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.
ନୂଆଦିଲ୍ଲୀ,୫।୬: ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫାପତ୍ର ଦେଇଛନ୍ତି ।
ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍ ନମ୍ବର ୨୭୨ ହାସଲ କରିବାରେ ବିଫଳ ହୋଇଥିବାବେଳେ ଏନ୍ଡିଏ ବହୁମତ ପାଇଛି। ତେବେ ତୃତୀୟ ଥର ପାଇଁ ଏନ୍ଡିଏ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଆସନ୍ତା ୮ରେ ଶପଥ ନେବେ ବୋଲି ଜଣାପଡିଛି।
The post ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.