ଇସ୍ତଫା ଦେଲେ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୧।୪: ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ତାଙ୍କୁ ପ୍ରାର୍ଥୀ କରି ଟିକେଟ କାଟିବା ଦେବା ପରେ ସେ ଅସନ୍ତୁଷ୍ଟ ଥିଲେ। ଗତ ବର୍ଷ ସେପ୍ଟେମ୍ବର ମାସରେ ପ୍ରବୋଧ କଂଗ୍ରେସରେ ସାମିଲ ହୋଇଥିଲେ। ପ୍ରକାଶ ଯେ, ପ୍ରବୋଧଙ୍କୁ କଂଗ୍ରେସ ସୁନ୍ଦରଗଡ଼ ଜିଲା ତଳସରାରୁ ପ୍ରାର୍ଥୀ କରିଥିଲା। କିନ୍ତୁ ପରେ ତାଙ୍କ ଟିକେଟ୍‌ କାଟି ଦେବେନ୍ଦ୍ର ଭିଟାରିଆଙ୍କୁ ଦଳ ସେଠାରୁ ପ୍ରାର୍ଥୀ କରିଛି। ଏଣୁ ସେ ନିରାଶ ହୋଇ ଦଳରୁ […] The post ଇସ୍ତଫା ଦେଲେ ପ୍ରବୋଧ ତିର୍କୀ appeared first on Dharitri Odia News.

ଇସ୍ତଫା ଦେଲେ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୧।୪: ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ତାଙ୍କୁ ପ୍ରାର୍ଥୀ କରି ଟିକେଟ କାଟିବା ଦେବା ପରେ ସେ ଅସନ୍ତୁଷ୍ଟ ଥିଲେ। ଗତ ବର୍ଷ ସେପ୍ଟେମ୍ବର ମାସରେ ପ୍ରବୋଧ କଂଗ୍ରେସରେ ସାମିଲ ହୋଇଥିଲେ।

ପ୍ରକାଶ ଯେ, ପ୍ରବୋଧଙ୍କୁ କଂଗ୍ରେସ ସୁନ୍ଦରଗଡ଼ ଜିଲା ତଳସରାରୁ ପ୍ରାର୍ଥୀ କରିଥିଲା। କିନ୍ତୁ ପରେ ତାଙ୍କ ଟିକେଟ୍‌ କାଟି ଦେବେନ୍ଦ୍ର ଭିଟାରିଆଙ୍କୁ ଦଳ ସେଠାରୁ ପ୍ରାର୍ଥୀ କରିଛି। ଏଣୁ ସେ ନିରାଶ ହୋଇ ଦଳରୁ ଇସ୍ତଫା ଦେଇଥିବା କୁହାଯାଉଛି।

The post ଇସ୍ତଫା ଦେଲେ ପ୍ରବୋଧ ତିର୍କୀ appeared first on Dharitri Odia News.