ଇସ୍ତଫା ଦେଲେ ହେମନ୍ତ ସୋରେନ, ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ଚମ୍ପାଇ ସୋରେନ
ନନ୍ଦିଘୋଷ ବ୍ୟୁରୋ: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ । ରାଜ୍ୟପାଳ ତାଙ୍କ ଇସ୍ତଫା ପତ୍ର ଗ୍ରହଣ... The post ଇସ୍ତଫା ଦେଲେ ହେମନ୍ତ ସୋରେନ, ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ଚମ୍ପାଇ ସୋରେନ appeared first on .
ନନ୍ଦିଘୋଷ ବ୍ୟୁରୋ: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ । ରାଜ୍ୟପାଳ ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି । JMM ବିଧାୟକ ଦଳ ବୈଠକରେ ଚମ୍ପାଇ ସୋରେନଙ୍କ ନାମ ଘୋଷଣା କରାଯାଇଛି । ତେବେ ଇସ୍ତଫା ଦେବା ପରେ ଗିରଫ ହୋଇପାରନ୍ତି ହେମନ୍ତ ସୋରେନ । ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ସାଂସଦ ମହୁଆ ମାଝୀ କହିଛନ୍ତି ଯେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଏକ ଟିମ୍ ସୋରେନଙ୍କ ସହ ରାଜଭବନ ଯାଇଥିଲେ। ମୁଖ୍ୟମନ୍ତ୍ରୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ହେପାଜତରେ ଅଛନ୍ତି। ଇସ୍ତଫା ଦେବା ପାଇଁ ମୁଖ୍ୟମନ୍ତ୍ରୀ ଇଡି ଟିମ୍ ସହ ରାଜ୍ୟପାଳଙ୍କ ନିକଟକୁ ଯାଇଛନ୍ତି ବୋଲି ମାଝୀ କହିଛନ୍ତି।
The post ଇସ୍ତଫା ଦେଲେ ହେମନ୍ତ ସୋରେନ, ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ଚମ୍ପାଇ ସୋରେନ appeared first on .